www.samajalive.in
Monday, December 8, 2025
17.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା; ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ

କଟକ: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସାଧୀନ ଥିବା ଆଉ ଜଣଙ୍କର ଗୁରୁବାର ମୃତ୍ୟୁ ଘଟିଛି। ମୃତକ ବିହାରର ମନୀଷ କୁମାର(୨୪) ବୋଲି ଜଣାପଡ଼ିଛି। ସେ ଏସସିବିରେ ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇ ଗତ ୩ ତାରିଖରେ ସେ ଏସସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଏସସିବିରେ ଚିକିତ୍ସିତ ୫ ଜଣ ଆହତଙ୍କ ମୃତ୍ୟୁ ଘଟିଛି। ଏଥିସହ ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories