ବାହାରିନରେ ପ୍ରବାସୀ ଓଡ଼ିଆ ପାଳିଲେ ରଥଯାତ୍ରା

ଭୁବନେଶ୍ୱର : ବାହାରିନର ରାଜଧାନୀ ମାନାମା ଠାରେ ପ୍ରବାସୀ ଓଡ଼ିଆଙ୍କ ସଂଗଠନ ‘ବାହାରିନ ଓଡ଼ିଆ ସମାଜ’ ଘୋଷଯାତ୍ରା ପାଳନ କରିଛନ୍ତି। ଏଥିରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗ ଦେଇ ଘଣ୍ଟଘଣ୍ଟା ଓ ବାଦ୍ୟ ନାଦ ମଧ୍ୟରେ ଭକ୍ତ ମାନେ ହରିବୋଲ ଓ ଜୟ ଜଗନ୍ନାଥ ଧ୍ବନି ଦେଇ ରଥ ଟାଣିଥିଲେ। ପାରମ୍ପରିକ ରୀତିରେ, ବାହାରିନ ଓଡ଼ିଆ ସମାଜର ସଭାପତି ପ୍ରଭାକର ପାଢ଼ୀ ଓ ଶ୍ରୀ ଶ୍ରୀ ରାଧା ଗୋପାଳ କୃଷ୍ଣ ମନ୍ଦିରର ୟାଦଵପତି କୃଷ୍ଣଦାସ ପ୍ରଭୁ ଓ … Continue reading ବାହାରିନରେ ପ୍ରବାସୀ ଓଡ଼ିଆ ପାଳିଲେ ରଥଯାତ୍ରା