ବାଣୀକ୍ଷେତ୍ରରେ ବାହୁଡ଼ାଯାତ୍ରା: ବାହୁଡ଼ିଲେ ମହାବାହୁ, ଛେରା ପହଁରା କଲେ କୁଳପତି ସବିତା ଆଚାର୍ଯ୍ୟ
ଭୁବନେଶ୍ବର : ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀକ୍ଷେତ୍ର ବାଣୀବିହାର ପରିସରରେ କାଳିଆ ସାଆନ୍ତେଙ୍କ ବାହୁଡା ଯାତ୍ରା ସୋମବାର ଶେଷ ହୋଇଛି। ଏହି ଅବସରରେ ପାରମ୍ପରିକ ରୀତିନୀତି ଅନୁସାରେ ଠାକୁରଙ୍କୁ ପୂଜାର୍ଚ୍ଚନା କରି ପହଣ୍ଡି ବିଜେ ପାଇଁ ପଥ ପ୍ରସ୍ତୁତି କରାଯାଇଥିଲା। ଶହ ଶହ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ମନ୍ଦିର ପରିସର ଘଣ୍ଟ, ଘଣ୍ଟା, କାହାଳି, ବାଜାବାଦ୍ୟ ସାଙ୍ଗକୁ ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହୋଇ ଚଳଚଞ୍ଚଳ ହୋଇଉଠିଥିଲା। ପ୍ରଥମେ ସୁଦର୍ଶନଙ୍କ ପରେ ବଳଭଦ୍ର ଓ ଦେବୀ ସୁଭଦ୍ରା ଏବଂ … Continue reading ବାଣୀକ୍ଷେତ୍ରରେ ବାହୁଡ଼ାଯାତ୍ରା: ବାହୁଡ଼ିଲେ ମହାବାହୁ, ଛେରା ପହଁରା କଲେ କୁଳପତି ସବିତା ଆଚାର୍ଯ୍ୟ
Copy and paste this URL into your WordPress site to embed
Copy and paste this code into your site to embed