www.samajalive.in
Sunday, December 14, 2025
17.1 C
Bhubaneswar

ବିଜେପିରେ ମିଶିଲେ ବୈଜୟନ୍ତ

ଭୁବନେଶ୍ୱର: ବିଜେଡିରୁ ନିଲମ୍ବିତ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ସୋମବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ଉତ୍ସବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ, ବୈଜୟନ୍ତଙ୍କୁ ଦଳକୁ ସ୍ୱାଗତ କରିବା ସହ ଆଗାମୀ ଦିନରେ ତାଙ୍କ ଭୂମିକା ଦଳକୁ ସୁଦୃଢ଼ କରିବ ବୋଲି କହିଥିଲେ। ଶ୍ରୀ ପଣ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଅମିତ ଶାହା ଏବଂ ଅନ୍ୟାନ୍ୟ ଦଳୀୟ କର୍ମୀଙ୍କୁ ଶୁଭେଚ୍ଛା ଜଣେଇବା ସହ ପ୍ରଧାନମନ୍ତ୍ରୀଙ୍କ ସବୁ ପଦକ୍ଷେପକୁ ସେ ଗ୍ରହଣ କରନ୍ତି ବୋଲି କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories