www.samajalive.in
Monday, December 15, 2025
27.1 C
Bhubaneswar

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ କରାଯାଇଛି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଏହାକୁ ଲୋକାର୍ପଣ କରିଛନ୍ତି । ୧କୋଟି ୮୦ ଲକ୍ଷ ବ୍ୟୟ ଅଟକଳରେ ନିର୍ମିିତ ଏହି ଶୀତଳଭଣ୍ଡାରରେ ୫ଶହ ମେଟ୍ରିକ୍‌ ଟନର କ୍ଷମତା ରହିଛି । ଏହି ଶୀତଳ ଭଣ୍ଡାର ଦ୍ୱାରା ୯ଟି ବ୍ଲକ୍‌, ୨ଟି ମ୍ୟୁନିସିପାଲିଟି ଚାଷୀ ଉପକୃତ ହେବେ । ଜିଲାର ଚାଷୀମାନେ ଉତ୍ପାଦିତ ପନିପରିବା ଏଠାରେ ସଂରକ୍ଷିତ କରି ରଖିପାରିବେ । ଏହି ଶୀତଳ ଭଣ୍ଡାର ଦ୍ୱାରା ଚାଷୀ ଅଭାବୀ ବିକ୍ରିର ଶିକାର ହେବେନି, ଗ୍ରାମୀଣ ଅର୍ଥ ବ୍ୟବସ୍ଥା ସୁଦୃଢ ହେବ ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories