www.samajalive.in
Tuesday, December 9, 2025
16.1 C
Bhubaneswar

ଶୀଘ୍ର ଖାଲି କର, କାଲି ଭଙ୍ଗାଯିବ ବୈକୁଣ୍ଠ ଧାମ ଆଶ୍ରମ

ଭୁବନେଶ୍ଵର: କାଲି ଭଙ୍ଗାଯିବ ବୈକୁଣ୍ଠ ଧାମ ଆଶ୍ରମ । ଏଥିଲାଗି ଦିନ ୧୨ଟା ସୁଦ୍ଧା ଆଶ୍ରମ ଖାଲି କରିବାକୁ ବିଡିଏ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଏ ନେଇ ଆଜି ମାଇକ୍ ଯୋଗେ ଘୋଷଣା କରାଯାଇଛି। ହାଇକୋର୍ଟଙ୍କୁ ମିଥ୍ୟା ତଥ୍ୟ ଦେଇ ବିଭ୍ରାନ୍ତ କରିଥିଲେ କର୍ତ୍ତୃପକ୍ଷ। ନିକଟରେ ହାଇକୋର୍ଟ ଦେଇଥିବା ରହିତାଦେଶ ହଠାଇ ଦେଇଥିଲେ। ପୂର୍ବରୁ ଆଶ୍ରମ ଭାଙ୍ଗିବା ପାଇଁ  ବିଡିଏ ନିର୍ଦେଶ ଦେଇଥିଲେ । ହେଲେ କୋର୍ଟ ଏହା ଉପରେ ରହିତାଦେଶ କରିଥିଲେ।  ଏହାପରେ ଆଜି ପୁର୍ନବାର ବିଡିଏ ଆଶ୍ରମ ଭାଙ୍ଗିବା  ପାଇଁ ନିର୍ଦେଶ ଦେଇଛନ୍ତି। ତେଣୁ ଯେଉଁମାନେ ଆଶ୍ରମ ଭିତରେ ରହିଛନ୍ତି କିମ୍ବା ସେମାନଙ୍କର ଜିନିଷ ପତ୍ର ରହିଛି , ତାହା ବାହାରକୁ ବାହାର କରିବାକୁ  କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories