www.samajalive.in
Monday, December 15, 2025
14.1 C
Bhubaneswar

ଭାଙ୍ଗିଲା ବୈକୁଣ୍ଠଧାମ ଆଶ୍ରମ

ଭୁବନେଶ୍ବର : ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମ ଉପରେ ବିଡିଏ ବୁଲଡୋଜର ବୁଲାଇଛି । ନିର୍ଦ୍ଧାରିତ ସମୟ ୧୨ଟାରେ ଆଶ୍ରମ ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ଆଧାର କରି ଆଜି ୧୨ଟାରେ ଭାଙ୍ଗିବା ପାଇଁ ସମୟ ନିର୍ଦ୍ଧାରିତ ହୋଇଥିଲା । ତେଣୁ ସକାଳଠୁ ଆଶ୍ରମ ଖାଲି କରିଦେଇଥିଲେ ଅନ୍ତେବାସୀ ଓ ଅନୁଗାମୀ । ତେବେ ୧୨ଟାରେ ବିଡିଏ ୨ଟି ବୁଲଡୋଜର ଆଣି ଚଢାଇ ବେଆଇନ ଜବର ଦଖଲକୁ ଉଠାଇବାରେ ଲାଗିପଡିଛି । ୨ ପ୍ଲାଟୁନ୍ ପୁଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ କାମ ଜାରି ରଖିଛି ବିଡିଏ । କହରିଖୁଛୁ ୧୪୦ ଡେସିମିଲ ସରକାରୀ ଜମିରେ ବୈକୁଣ୍ଠଧାମ ଆଶ୍ରମ ନିର୍ମାଣ ହୋଇଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories