www.samajalive.in
Wednesday, December 10, 2025
26.1 C
Bhubaneswar

ବିପଦ ସଙ୍କେତ ଛୁଇଁଲା ବୈତରଣୀ

ଧାମନଗର: ଲଘୁଚାପ ଜନିତ ବର୍ଷା ଯୋଗୁଁ ଭଦ୍ରକ ଜିଲା ଆଖୁଆପଦା ଠାରେ ବୈତରଣୀ ନଦୀ ବିପଦ ସଙ୍କେତ ଛୁଇଁଛି। ସେଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ଆଜି ତାହା ଆଜି ଦିନ ୧୧ଟା ବେଳେ ବିପଦ ସଙ୍କେତ ଛୁଇଁଥିଲା। ପରେ ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୧୨ଟା ବେଳକୁ ଜଳସ୍ତର ୧୭.୧୪ ମିଟରରେ ପ୍ରବାହିତ ହେଉଛି। ଜଳସ୍ତର ଅଧିକ ବୃଦ୍ଧି ପାଇବ ବୋଲି ଜଳ ସଂପଦ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ବୈତରଣୀ ନଦୀ ସମେତ ତାର ଶାଖା ନଦୀ କୋଚିଳା ଓ ଗେଙ୍ଗୁଟୀ ନଦୀରେ ଜଳ ପତନ ବୃଦ୍ଧି ପାଇବାରେ ଲାଗିଛି। ବନ୍ୟାକୁ ଲକ୍ଷ୍ୟ କରି ଆଜି ଧାମନଗର ପଞ୍ଚାୟତ ସମିତି ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ ଅଛି ବୋଲି ବିଡିଓ ନରହରି ବେହେରା ପ୍ରକାଶ କରିଛନ୍ତି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories