www.samajalive.in
Friday, December 5, 2025
26.1 C
Bhubaneswar

ନିର୍ବାଚନ ପ୍ରସ୍ତୁତି ବୈଠକ ଆରମ୍ଭ

ଭୁବନେଶ୍ୱର : ଜିଲ୍ଲାପାଳମାନଙ୍କୁ ନେଇ ନିର୍ବାଚନ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି। ସୂଚନା ଅନୁଯାୟୀ, ଗୋପବନ୍ଧୁ ଏକାଡ଼େମୀରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା ଆରମ୍ଭ କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories