www.samajalive.in
Friday, December 5, 2025
17.1 C
Bhubaneswar

ବିଜେଡ଼ିରୁ ଇସ୍ତଫା ଦେଲେ ବଳଭଦ୍ର ମାଝୀ

ଭୁବନେଶ୍ବର : ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ବିଜେଡ଼ିର ପ୍ରାଥମିକ ସଦସ୍ୟ ପଦରୁ ଗୁରୁବାର ଇସ୍ତଫା ଦେଇଛନ୍ତି। ଦଳ ଅଣଦେଖା କରିବାରୁ ସେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବଙ୍କୁ ଭେଟି ବଳଭଦ୍ର ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ତାଙ୍କୁ ସୁଯୋଗ ଦିଆଗଲାନାହିଁ ବୋଲି କହିଛନ୍ତି ବଳଭଦ୍ର। ତେବେ ଇସ୍ତଫା ଦେବା ପରେ ସେ କେଉଁ ଦଳକୁ ଯିବେ ତାହା ଏଯାଏଁ ସ୍ପଷ୍ଟ କରିନାହାନ୍ତି। ମୁଖ୍ୟମନ୍ତ୍ରୀ ବେଶ୍ ଭଲ କାମ କରିଛନ୍ତି ଓ ନବୀନ ମୋ ଆଦର୍ଶ ବୋଲି କହିଛନ୍ତି ବଳଭଦ୍ର।

ଉଲ୍ଲେଖଯୋଗ୍ୟ, ୨୦୧୪ ନିର୍ବାଚନରେ ବିଜେଡ଼ି ଟିକେଟରେ ବଳଭଦ୍ର କଂଗ୍ରେସର ପ୍ରଦୀପ ମାଝୀଙ୍କୁ ହରାଇ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories