www.samajalive.in
Sunday, December 7, 2025
26.1 C
Bhubaneswar

ସିନ୍ଧେକେଲାରେ ଝାଡ଼ାବାନ୍ତି ଆତଙ୍କ

ବଲାଙ୍ଗୀର : ବଲାଙ୍ଗୀର ଜିଲା ସିନ୍ଧେକେଲାରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେବାପରେ ସମସ୍ତଙ୍କ ମନରେ ଛନକା ପଶିଛି। ଝାଡ଼ାବାନ୍ତିକୁ ନିୟନ୍ତ୍ରଣରେ ରଖିବାକୁ ଭୁବନେଶ୍ବରରୁ ସ୍ବତନ୍ତ୍ର ଡାକ୍ତରୀ ଦଳ ମଧ୍ୟ ସିନ୍ଧେକେଲାରେ ପହଞ୍ଚିଛନ୍ତି। ବଲାଙ୍ଗୀରର ୩ ଜଣିଆ ଡାକ୍ତରୀ ଦଳ ସ୍ଥିତି ଅନୁଧ୍ୟାନ କରିବା ସହିତ ଚିକିତ୍ସା କରୁଥିବା ଜଣାପଡ଼ିଛି । ପ୍ରକାଶ ଯେ, ସିନ୍ଧେକେଲାରେ ଝାଡ଼ାବାନ୍ତିରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬୩ ଜଣ ଆକ୍ରାନ୍ତ ହୋଇଛନ୍ତି । ନଦୀପାଣିରୁ ସଂକ୍ରମଣ ହୋଇ ଏପରି ହୋଇଥିବା ଆଶଙ୍କା କରାଯାଉଛି। ସେଥିାପାଇଁ ପାଣିକୁ ବିଶୋଧନ କରାଯାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories