www.samajalive.in
Saturday, December 6, 2025
17.1 C
Bhubaneswar

ପୁଅର ତଣ୍ଟି କାଟି ମା ଫେରାର, ପୁଲିସର ଛାନଭିନ

ବଲାଙ୍ଗିର: ୬ମାସ ଶିଶୁର ତଣ୍ଟି କାଟି ମା ଫେରାର। ବଲାଙ୍ଗିର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ଖଲିଆପାଲି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ଶିଶୁକୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଶିଶୁପୁତ୍ରକୁ ମୃତ ଘୋଷଣା କରିଛନ୍ତି। ଜଣେ ମା ଏଭଳି ଅମାନବୀୟ କାଣ୍ଡ କାହିଁକି ଘଟାଇଲେ ତାହା ଜଣାପଡିନାହିଁ। ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories