www.samajalive.in
Saturday, December 6, 2025
26.1 C
Bhubaneswar

ବାଇକକୁ ପିଟିଲା ବସ୍: ଦୁଇ ମୃତ

ବଲାଙ୍ଗୀର: ବାଇକକୁ ଧକ୍କା ଦେଲା ଓଏସଆରଟିସି ବସ୍ , ଦୁଇ ମୃତ। ବଲାଙ୍ଗୀର ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଭଦ୍ରାପାଲି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟୋଲଗେଟ୍ ନିକଟରେ ବସ୍ ଧକ୍କାରେ ୨ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।  ବାଇକରେ ଦୁଇ ଜଣ ଯୁବକ ଯାଉଥିବାବେଳେ ଏକ ଓଏସଆରଟିସି ବସ୍ ସେମାନଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣାଗସ୍ତ ହୋଇଥିବା ବାଇକଟିରେ ସମ୍ବଲପୁରର ନମ୍ବର ରହିଛି । ପୁଇଁତଳା ପୁଲିସ୍ ବସ୍ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories