www.samajalive.in
Friday, December 12, 2025
26.1 C
Bhubaneswar

ଏଡିଏମ ଚାମ୍ବରରେ ଖସିଲା ସିଲିଂ, ଜଣେ ମହିଳା ଅଧିକାରୀ ଆହତ

ଭୁବନେଶ୍ବର: ବଲାଙ୍ଗିର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଖସିଲା ଛାତ ଓ ସିଲିଂ। ଏଡିଏମ ଅନନ୍ତ ସିଂ ଜାଗୁରୀଙ୍କ ଚାମ୍ବରରେ ବୈଠକ ଚାଲିଥିଲାବେଳେ ଅଘଟଣ। ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ବଲାଙ୍ଗିର ଏଡିଏମ ଅନନ୍ତ ସିଂ ଜାଗୁରୀ। ଏଡିଏମଙ୍କ ଚାମ୍ବରରୁ ଛାତ ଓ ସିଲିଂ ଖସିବାରୁ ଜଣେ ମହିଳା ଅଧିକାରୀ ଆହତ ହୋଇଛନ୍ତି। ମହିଳା ଅଧିକାରୀଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଥିବା ସୂଚନା ମିଳିଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories