www.samajalive.in
Saturday, December 6, 2025
14.1 C
Bhubaneswar

ନିଶାଶକ୍ତ ଅବସ୍ଥାରେ ବାଛୁରୀ ଆଖି ଫୋଡିଦେଲା ଯୁବକ, ନିର୍ଧୁମ୍ ଛେଚିଲେ ଲୋକେ

ବଲାଙ୍ଗୀର: ବଲାଙ୍ଗୀରରେ ଅଭାବନୀୟ ଘଟଣା ଘଟିଛି। ସହରରେ ଜଣେ ନିଶାଶକ୍ତ ଯୁବକର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ଯୁବକ ଜଣକ ନିଶାଶକ୍ତ ଅବସ୍ଥାରେ ଏକ ବାଛୁରୀର ଆଖିକୁ ଫୋଡି ଦେଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ ସମ୍ପୃକ୍ତ ଯୁବକକୁ ଧରି ନିସ୍ତୁକ ମାଡ ମାରିଛନ୍ତି । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଯୁବକକୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଏହି ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories