www.samajalive.in
Sunday, December 7, 2025
26.1 C
Bhubaneswar

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାର ଆଇସିୟୁରେ ତାଲା, ୩ କରୋନା ପଜିଟିଭ୍ ଚିହ୍ନଟ ପରେ ୭ ଦିନ ପାଇଁ ସିଲ୍ ହେଲା ଆଇସିୟୁ

ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଆଇସିୟୁ ସିଲ୍‌। ଏଠାରୁ ୩ ଜଣ କରୋନା ରୋଗୀ ଚିହ୍ନଟ ପରେ ୭ ଦିନ ପାଇଁ ସିଲ କରିଛନ୍ତି ମେଡିକାଲ କଲେଜ କର୍ତ୍ତୁପକ୍ଷ। ଏହାସହ କିଛି ଡାକ୍ତରଖାନା କର୍ମଚାରୀଙ୍କୁ ମଧ୍ୟ କ୍ୱାରେଣ୍ଟାଇନରେ ପଠାଇ ଦିଆଯାଇଛି। ଏଥିସହ ରୋଗୀ ସେବା କିଭଳି ପ୍ରଭାବିତ ନହେବ ସେଥିପ୍ରତି ବିଶେଷ ଦୃଷ୍ଟି ଦିଆଯିବା ସହ ଆଇସିୟୁରେ ଥିବା ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ସହ ସ୍ବତନ୍ତ୍ର ଆଇସିୟୁ ପାଇଁ ବ୍ୟବସ୍ଥା କରାଯାଇଥିବା ମେଡିକାଲ କଲେଜ ସୁପରିଟେଣ୍ଡେଣ୍ଟ କହିଛନ୍ତି ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories