www.samajalive.in
Sunday, December 7, 2025
26.1 C
Bhubaneswar

ଗାନ୍ଧୀନଗର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବଲାଙ୍ଗିର: ଗାନ୍ଧୀନଗର ପଡା ଗାନ୍ଧିଜୀ କ୍ଲବ ଆନୁକୁଲ୍ୟରେ ଶୁକ୍ରବାରଠାରୁ ୫ ଦିନ ପାଇଁ ଚାଲିବାକୁ ଥିବା ‘ଗାନ୍ଧୀନଗର କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୨’ ଉଦ୍‌ଘାଟିତ ହୋଇଯାଇଛି। କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥୀ ମିଲନୀ ସାହୁ ଓ କ୍ଲବର ଉପଦେଷ୍ଟା ଶିବ ପ୍ରସାଦ ଦତ୍ତ ଉଦଘାଟନ ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ। ବଲାଙ୍ଗିର ଗାନ୍ଧୀନଗର କ୍ରିକେଟ ଟୁର୍ଣ୍ଣାମେଣ୍ଟ କମିଟିର ଅନୁରୋଧକ୍ରମେ ବିଧାୟକ ନରସିଂହ ମିଶ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ଟୁର୍ଣ୍ଣାମେଣ୍ଟ କମିିଟିର ସଭାପତି ଥବିର ସେଲମା, ସଂପାଦକ କୁଲଦିପ ବେହେରା, କୋଷାଧ୍ୟକ୍ଷ ସୂର୍ଯ୍ୟକାନ୍ତ ମେହେର, ଅଭିଶେଷ ସିଂହଦେଓ, ସିଦ୍ଧାନ୍ତ ସେଠ, ସୁଧିର ମହାରଣା ଓ ସମୀର ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories