ବଲାଙ୍ଗିର: କଲ୍ୟାଣ ମଣ୍ଡପରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବିଜାଖମନ ନିକଟ କଲ୍ୟାଣ ମଣ୍ଡପରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ମୃତକ ଏକ ଟେଣ୍ଟ ହାଉସର କର୍ମଚାରୀ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଜାରି ରଖିଛି।
Popular Categories



