www.samajalive.in
Monday, December 8, 2025
27.1 C
Bhubaneswar

ବଲାଙ୍ଗିରରେ ଗୁଳିକାଣ୍ଡ, ଜଣେ ଗିରଫ

ବଲାଙ୍ଗିର: ବଲାଙ୍ଗିର-ସୋନପୁର ରାସ୍ତାର ସଇଁତଳା ନିକଟରେ ଗୁଳିକାଣ୍ଡ ଘଟିଛି। ଏକ ହୋଟେଲ ବାହାରେ ଏୟାର ଗନରୁ ୯ ରାଉଣ୍ଡ ଗୁଳି ଚାଳନା କରାଯାଇଥିବା ଜଣାପଡ଼ିଛି। ହୋଟେଲ ମାଲିକଙ୍କ ସହ ବଚସାରୁ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ହୋଟେଲ ମାଲିକଙ୍କ ଡ୍ରାଇଭର ଗୁଳି ଫୁଟାଇଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁଳିକାଣ୍ଡ ସମ୍ପର୍କରେ ତଦନ୍ତ ଜାରି ରଖିଛି। ହୋଟେଲ ଡ୍ରାଇଭରଙ୍କ ଡ୍ରାଇଭରକୁ ଗିରଫ କରାଯାଇଥିବାବେଳେ ତାର ଅନ୍ୟ ୨ ସହଯୋଗୀ ଫେରାର ହୋଇଯାଇଛନ୍ତି।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories