www.samajalive.in
Monday, December 8, 2025
27.1 C
Bhubaneswar

ଚିନ୍ତା ବଢାଉଛି ସ୍କ୍ରବ୍‌‌ ଟାଇଫସ୍‌‌ ; ବଲାଙ୍ଗୀର ଜିଲାରେ ସର୍ବାଧିକ

ବଲାଙ୍ଗୀର : ଚିନ୍ତା ବଢାଉଛି ସ୍କ୍ରବ୍‌‌ ଟାଇଫସ୍‌‌। ଧିରେ ଧିରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନଜର ଆସୁଛି। ବଲାଙ୍ଗୀର ଜିଲାରେ ସବୁଠାରୁ ଅଧିକ ସ୍କ୍ରବ୍‌‌ ଟାଇଫସ୍‌‌ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ଓ ସେପ୍ଟେମ୍ବରରେ ୩୩୭ ସ୍କ୍ରବ ଟାଇଫସ୍‌‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨ ମାସରେ ୧୨୮୩ ନମୁନାରୁ ୩୩୭ ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ମିଳିଛି।
ସେହିପରି ସୁନ୍ଦରଗଡ଼ରେ ଆଉ ୧୦ ଜଣ ସ୍କ୍ରବ୍‌ ଟାଇଫସ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ପଜିଟିଭ ସଂଖ୍ୟା ୨୨୧କୁ ବୃଦ୍ଧି ପାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories