www.samajalive.in
Sunday, December 7, 2025
14.1 C
Bhubaneswar

ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର : ବଲାଙ୍ଗୀର ଜିଲା ଆଗଲପୁର ଥାନା କୁଦପାଲିଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁ ଗଛରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନଙ୍କ ନାମ କ୍ଷୀରୋଦ ଓ ତାରିଣୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ଗାଁରେ ଥିବା ଏକ ଗଛରେ କ୍ଷୀରୋଦଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ ତାଙ୍କ ସ୍ତ୍ରୀଙ୍କ ମୃତଦେହ ତଳେ ପଡିଥିଲା। ସକାଳେ ଗ୍ରାମବାସୀ ଘଟଣା ବିଷୟରେ ଜାଣି ପୁଲିସକୁ ଖବର ଦେଇଥିଲେ। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories