www.samajalive.in
Tuesday, December 9, 2025
16.1 C
Bhubaneswar

ଆଇନଜୀବୀ-ତହସିଲ କର୍ମଚାରୀ ମୁହାଁମୁହିଁ, ଟାଉନଥାନାରେ ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିରରେ ଆଇନଜୀବୀ ଓ ତହସିଲ କର୍ମଚାରୀ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ଆଇନଜୀବୀ ଓ ତହସିଲ କର୍ମଚାରୀ ପରସ୍ପର ବିରୋଧରେ ଟାଉନଥାନାରେ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳା କିରାଣିଙ୍କୁ ୨ ଆଇନଜୀବୀ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରାଯାଇଛି। ସେହିପରି ତହସିଲ କର୍ମଚାରୀଙ୍କ ନାମରେ ମଧ୍ୟ ପାଲଟା ଅଭିଯୋଗ କରିଛନ୍ତି ଆଇନଜୀବୀ। ଆଇନଜୀବୀଙ୍କ ସମର୍ଥନରେ ଜିଲା ଓକିଲ ସଂଘ ବାହାରିଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories