BSKY banner  750×100

ଭିଜିଲାନ୍ସ ଜାଲରେ ପିଇଓ

nua o banner

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲାର ପୁଇଁନ୍ତଳା ପିଇ ବିହାରିଲାଲ ବାରିକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିହାରିଲାଲଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।  ଏକକାଳୀନ ବାସଭବନ ସମେତ ଅଫିସରେ ଚଢାଉ ଜାରି ରଖିଛି ଭିଜିଲାନ୍ସ। ଭିଜିଲାନ୍ସର ଅନେକ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହାର ସ୍ପଷ୍ଟ ସୂଚନା ଜଣାପଡ଼ି ନାହିଁ।

Comments are closed.