www.samajalive.in
Saturday, December 6, 2025
26.1 C
Bhubaneswar

ସାପ କାମୁଡାରେ ଶିଶୁ ମୃତ

ବଲାଙ୍ଗିର : ବଲାଙ୍ଗିର ଜିଲା ସଦର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ମନହୀରା ଗାଁରେ ସାପ କାମୁଡାରେ ଜଣେ ୭ ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଛି। ମୃତକ ଗାଁର ଦାଶରଥି ବାଗଙ୍କ ଏକମାତ୍ର ପୁଅ ସାହିଲ। ସୂଚନା ଅନୁସାରେ ସୋମବାର ରାତିରେ ସାହିଲ୍ ବାପା-ମାଆ ଓ ଭଉଣୀଙ୍କ ସହ ଶୋଇଥିଲେ। ବିଳମ୍ୱିତ ରାତିରେ ତାଙ୍କ ହାତରେ କୌଣସି ବିଷଧର ସାପ କାମୁଡିଥିଲା। କିଛି ସମୟ ପରେ ସାହିଲଙ୍କ ପେଟ ଦରଜ ସହ ବାନ୍ତି କରିଥିଲେ। ପରିବାର ଲୋକେ ରାତି ୧ଟା ୪୦ରେ ବଲାଙ୍ଗିର ଭୀମଭୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସାହିଲଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ। ସାହିଲ ଗାଁ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ ପ୍ରଥମ ଶ୍ରେଣୀରେ ପଢ଼ୁଥିଲେ।

କଲରାପତରିଆ ବାଘ ଚମଡା ସହ ଦେଶୀ ବନ୍ଧୁକ ଜବତ,୩ ଅଟକ

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories