www.samajalive.in
Sunday, December 7, 2025
16.1 C
Bhubaneswar

ଛାତ୍ରକୁ ମାଡ଼ ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ

ବାଲେଶ୍ବର : ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୂଳିଦା ପ୍ରାଥମିକ ବିଦ୍ୟାଳୟରେ ଜଣେ ଦ୍ବିତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଅଭିଯୋଗରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ ହୋଇଥିବା ଜଣାପଡିଛି। ସୂଚନା ମୁତାବକ, ମୂଳିଦା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରା ଗୁରୁବାର ଦ୍ବିତୀୟ ଶ୍ରେଣୀ ଛାତ୍ର ବିଷ୍ଣୁ କୁମାର ଜେନାଙ୍କୁ ପ୍ରବଳ ମାଡ଼ ମାରିଥିଲେ। ଏନେଇ ବ୍ଲକ ଶିକ୍ଷାଧିକାରୀ ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories