www.samajalive.in
Saturday, December 6, 2025
14.1 C
Bhubaneswar

ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା କାଲି ପରି ସଙ୍କଟାପନ୍ନ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଛାତ୍ରୀଙ୍କ ଅବସ୍ଥା କାଲି ପରି ଆଜି ବି ଜଟିଳ ରହିଛି । ଭେଣ୍ଟିଲେଟରରେ ପୀଡିତାଙ୍କ ଚିକିତ୍ସା ଜାରି ରହିଥିବା ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ଦିଲୀପ ପରିଡା ସୂଚନା ଦେଇଛନ୍ତି । ୭୨ଘଣ୍ଟା ଛାତ୍ରୀଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ବିଶେଷଜ୍ଞ ଦଳ ଦିଲ୍ଲୀ ଏମ୍ସ ସହ ଯୋଗାଯୋଗରେ ଅଛନ୍ତି । ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିଛି ବୋଲି କୁହାଯାଇପାରିବ ନାହିଁ । ଆଜି ଟିକେ ଟେମ୍ପରେଚର ଆସିଥିଲା, ଆଣ୍ଟିବାଓଟିକ୍ସ ଚାଲିଛି ବୋଲି ସୂଚନା ମିଳିଛି । ସେପଟେ ଫେମ କଲେଜରେ ଆଜି କ୍ରାଇମବ୍ରାଞ୍ଚର ଦୁଇ ଜଣିଆ ଟିମ୍‍ ପହଞ୍ଚି ପଚରାଉଚରା କରିଛନ୍ତି । ଡିଏସପି ଓ ଅତିରିକ୍ତ ଏସପିଙ୍କୁ ନେଇ ଦୁଇ ଜଣିଆ ଟିମ ତନାଘନା ଚଳାଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories