www.samajalive.in
Saturday, December 6, 2025
19.1 C
Bhubaneswar

ଧଳାଜହର ଚୋରା କାରବାର ବେଳେ ମାଡ଼ିବସିଲା ପୁଲିସ

ବାଲେଶ୍ଵର: ବାଲେଶ୍ଵର ଜିଲା ସହଦେବଖୁଣ୍ଟା ଥାନା ପୁଲିସ ଦ୍ଵାରା ବ୍ରାଉନସୁଗର ଚୋରା କାରବାର ବେଳେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଦ୍ବୟଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡ଼ିଛି। ସହଦେବଖୁଣ୍ଟା ଥାନା ଅଧୀନ ଅରଡବଜାର ମସଜିଦ ଗଳି ଅଞ୍ଚଳରୁ ଉଭୟଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କ ନିକଟରୁ ୮୨ଗ୍ରାମ ବ୍ରାଉନସୁଗର ସହ ୧୪ ହଜାର ୬୦୦ ଟଙ୍କା ଜବତ କରାଯାଇଥିବା ପୁଲିସ ସୂଚନା ଦେଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories