www.samajalive.in
Wednesday, December 10, 2025
15.1 C
Bhubaneswar

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ; ୨୩ ଆହତ, ଫାଟିଲା ଆଇ.ଆଇ.ସିଙ୍କ ମୁଣ୍ଡ

ବାଲେଶ୍ବର: ଗତକାଲି ବିଳମ୍ବିତ ରାତିରେ ବାଲେଶ୍ଵରରେ ତାଜିଆ ଆଖଡାରେ ଗଣ୍ଡଗୋଳ ହୋଇଛି । ଶୋଭାଯାତ୍ରା ଓ ପ୍ରବେଶ ପ୍ରସ୍ଥାନକୁ ନେଇ ୧ ଓ ୨ ନମ୍ବର ତାଜିଆ ଗୋଷ୍ଠୀ ଭିତରେ ମାରପିଟ ହୋଇଥିବା ଜଣାପଡ଼ିଛି । ଗଣ୍ଡଗୋଳର ସମାଧାନ କରିବାକୁ ଯାଇ ଟାଉନଥାନା ଅଧିକାରୀ ଆହତ ହୋଇଛନ୍ତି । ଟାଉନ୍ ଥାନା ଆଇ.ଆଇ.ସି ପର୍ଶୁରାମ ସାହୁଙ୍କ ମୁଣ୍ଡ ଫାଟିଥିବା ଜଣାପଡ଼ିଛି। ଆଖଡାର ୨୩ଜଣ ସଦସ୍ୟ ମଧ୍ୟ ଏଥିରେ ଆହତ ହୋଇଛନ୍ତି । ଘଟଣାରେ ୩ ଜଣଙ୍କୁ ପୁଲିସ ଗିରଫ କରିଛି। ଆଜି ଏନେଇ କମିଟି ମଧ୍ୟରେ ବୈଠକ ବସିବ ବୋଲି ଜଣାପଡ଼ିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories