www.samajalive.in
Sunday, December 7, 2025
14.1 C
Bhubaneswar

କଇଁଛ ପିଠିରେ ଜଗନ୍ନାଥଙ୍କ ପ୍ରତିଛବି

ବାଲେଶ୍ଵର: କଇଁଛ ପିଠିରେ ଜଗନ୍ନାଥଙ୍କ ପ୍ରତିଛବି । ବାଲେଶ୍ଵର ଜିଲ୍ଲା ଚାନ୍ଦିପୁର ଥାନା ଶ୍ରୀକୋଣା ଗାଁରୁ ଉଦ୍ଧାର ହୋଇଥିବା କଇଁଛ ପିଠିରେ ଜଗନ୍ନାଥଙ୍କ ପ୍ରତିଛବି ଦେଖିବାକୁ ମିଳିଛି । କଇଁଛଟିକୁ ଉଦ୍ଧାର ପରେ ସ୍ଥାନୀୟ ଲୋକେ ପୂଜାର୍ଚ୍ଚନା କରିଥିଲେ । କଇଁଛ ଦେହରେ ଜଗନ୍ନାଥଙ୍କ ପ୍ରତିଛବି ଥିବା ଖବର ପ୍ରଘଟ ହେବା ପରେ କଇଁଛକୁ ଦେଖିବାକୁ ଲୋକଙ୍କ ଭିଡ ଜମିଥିଲା । ପରେ କଇଁଛଟିକୁ ନେଇ ସ୍ଥାନୀୟ ମନ୍ଦିରରେ ମଧ୍ୟ ପୂଜାର୍ଚ୍ଚନା କରିଥିଲେ ଲୋକମାନେ । ଶେଷରେ କଇଁଛଟିକୁ ମନ୍ଦିର ପୋଖରୀରେ ଛଡାଯାଇ ଥିବା ଜଣାପଡ଼ିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories