www.samajalive.in
Monday, December 15, 2025
27.1 C
Bhubaneswar

ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ବୈଠକ; ଖୁବଶୀଘ୍ର ଫାଇନାଲ ଡିଆରପି

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ବୈଠକ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବୈଠକରେ କେନ୍ଦ୍ରାପଡା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହିତ କେନ୍ଦ୍ରାପଡା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନର ପ୍ରମୁଖ ଉପସ୍ଥିତ ରହିଛନ୍ତି । ପ୍ରକଳ୍ପର ରୂପରେଖ ଏବଂ କାର୍ଯ୍ୟନ୍ୱୟନ ନେଇ ଚାଲିଛି ଆଲୋଚନା । ତେବେ ବୈଠକ ପରେ ଆଇନମନ୍ତ୍ରୀ କହିଛନ୍ତି ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦କୋଟି ଅଟକଳ ବ୍ୟୟ ବରାଦ ହୋଇଛି । ଖୁବଶୀଘ୍ର ଫାଇନାଲ ଡିଆରପି ପ୍ରସ୍ତୁତ କରାଯାଇ ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ ।

 

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories