www.samajalive.in
Friday, December 12, 2025
14.1 C
Bhubaneswar

ପୁତୁରା ହାତରେ ଖୁଡୀ ମୃତ

ବାଲେଶ୍ଵର : ବାଲେଶ୍ଵର ଜିଲା ଖଇରା ଥାନା ଅଧିନସ୍ଥ ଡୁଙ୍ଗୁରା ପଞ୍ଚାୟତ ରଘୁନାଥପୁର ଗ୍ରାମରେ ଖୁଡୀର ତଣ୍ଟି ଚିପି ପୁତୁରା ହତ୍ୟା କରିଥିବା ଜଣାପଡିଛି। ମୃତ ଖୁଡୀର ନାମ ପାର୍ବତୀ ମୁଖି। ପାର୍ବତୀ ମୁଖୀଙ୍କ ପୁତୁରା ଚିତ୍ତ ରଞ୍ଜନ ମୁଖି ତଣ୍ଟି ଚିପି ହତ୍ୟା କରିବାର ଅଭିଯୋଗ ଲଗାଇଛନ୍ତି ପାର୍ବତୀଙ୍କ ଝିଅ ଅଞ୍ଜଳି ମୁଖି।

Hot this week

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories