www.samajalive.in
Monday, December 8, 2025
27.1 C
Bhubaneswar

ବିଦ୍ୟୁତ ଆଘାତରେ ୨ ଯୁବକ ମୃତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା  ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁରେ ଶନିବାର ବିଦ୍ୟୁତ ଆଘାତରେ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଷରେ ଆସି ଦୁଇ ଯୁବକଙ୍କର ମୃତ୍ୟୁ ଘଟିଛି  । ମୃତ ଦୁଇ ଯୁବକଙ୍କ ମଧ୍ୟରେ ଜଣେ ବିଦ୍ୟୁତ କର୍ମଚାରୀ  ହୋଇଥିବା ବେଳ ଅନ୍ୟ ଜଣଙ୍କ ଗ୍ରାମବାସୀ ହୋଇଥିବା ଜଣାପଡିଛି  ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories