www.samajalive.in
Friday, December 5, 2025
23.1 C
Bhubaneswar

ଘରୋଇ ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ

ସମାଜ ଡିଜିଟାଲ ଡେସ୍କ: ପିଛା ଛାଡୁନି ବସ୍‌ ଦୁର୍ଘଟଣା । ଘରୋଇ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି ଟ୍ରକ୍‌ । ୩ଯାତ୍ରୀ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନମ୍ବର ଜାତୀୟ ରାଜପଥର ଯୁଣବଳଦା ଛକ ନିକଟରେ ଦୁର୍ଘଟଣା ଘଟିଥିଲା । ଏହେସାନ୍‌ ନାମକ ଘରୋଇ ବସକୁ ଧକ୍କା ଦେଇଥିଲା ଟ୍ରକ୍‌ । ବାଲେଶ୍ୱରରୁ ଚନ୍ଦନେଶ୍ୱର ଯାଉଥିଲା ଏହସାନ୍‌ ଯାତ୍ରୀବାହୀ ବସ । ବର୍ତ୍ତମାନ୍‌ ଘଟଣା ସ୍ଥଳରେ ପୁଲିସର ତଦନ୍ତ ଜାରି ରହିଛି ।

 

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories