www.samajalive.in
Monday, December 8, 2025
20.1 C
Bhubaneswar

ଗଞ୍ଜାମରୁ ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା କରୋନା ପଜିଟିଭ ଚିହ୍ନଟ

ଗଞ୍ଜାମ/ବାଲେଶ୍ୱର : ଗଞ୍ଜାମରୁ ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା ଓ ବାଲେଶ୍ୱରରୁ ଜଣେ ମହାରାଷ୍ଟ୍ର ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ମଙ୍ଗଳବାର ଖବର ମିଳିଛି।
ଗଞ୍ଜାମରେ ପଠାଯାଇଥିବା ୪ କେସରୁ ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା ଚିହ୍ନଟ ହୋଇଛନ୍ତି। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ହୋମ ଆଇସୋଲେସନରେ ଅଛନ୍ତି। ପଜିଟିଭ ଚିହ୍ନଟ ପରେ ଭୂତାଣୁର ଅନୁଧ୍ୟାନ ପାଇଁ ଆଇଏଲଏସ ପଠାଯାଇଛି।
ଏହାସହ ବାଲେଶ୍ୱରର ମଧ୍ୟ ଜଣେ ମହାରାଷ୍ଟ୍ର ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories