www.samajalive.in
Saturday, December 6, 2025
16.1 C
Bhubaneswar

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ; ସକାଳ ୯ଟା ସୁଦ୍ଧା ୯.୮୧ ପ୍ରତିଶତ ମତଦାନ

ବାଲେଶ୍ୱର/ତିର୍ତ୍ତୋଲ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଜାରି ରହିଛି। କୋଭିଡ କଟକଣା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ସକାଳ ୯ଟା ସୁଦ୍ଧା ୯.୮୧ ପ୍ରତିଶତ ମତଦାନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ୯ଟା ସୁଦ୍ଧା ବାଲେଶ୍ୱରରେ ୧୨.୧୧% ମତଦାନ ହୋଇଛି। ତିର୍ତ୍ତୋଲରେ ସକାଳ ୯ଟା ସୁଦ୍ଧା ୭.୫୮% ମତଦାନ ହୋଇଛି। ଏହାସହ ମକପୋଲ ସମୟରେ ଥିବା ତ୍ରୁଟି ଜଣାପଡ଼ିବା ପରେ ସୁଧୁରାଯାଇଛି। ସେହିପରି ସମସ୍ତ କୋଭିଡ କଟକଣା ସହ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ମତଦାନ ଜାରି ରହିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories