www.samajalive.in
Saturday, December 6, 2025
16.1 C
Bhubaneswar

ବିପୁଳ ପରିମାଣର ବିସ୍ଫୋରକ ଜବତ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଜିଲା ଏନ୍‍ଏଚ୍‍-୧୬ ସୋର ଥାନା ଅଲ୍ଲିପୁର ନିକଟରୁ ବିସ୍ଫୋରକ ଜବତ ହୋଇଛି । କଟକରୁ ବାଲେଶ୍ୱର ଯାଉଥିଲା ପିକଅପ୍‍ ଭ୍ୟାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ସେଥିରେ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି ପୁଲିସ । ଦୁର୍ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏତେ ପରିମାଣର ବିସ୍ଫୋରକ କେଉଁଠୁ ଓ କିପରି ଆସିଲା ତାହାର ଖୋଳତାଡ କରୁଛି ପୁଲିସ ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories