www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ଭୁବନେଶ୍ଵର: ବାଲେଶ୍ଵର ଛାତ୍ରୀ ଆତ୍ମାହୁତି ଘଟଣା। ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିବା ସହ ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଦାବି କରିଛନ୍ତି ବିରୋଧୀ ଦଳ ନେତା। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ସୋସିଆଲ ମିଡିଆ ଏକ୍ସରେ  ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏମ୍ସ ମେଡିକାଲର ବର୍ଣ୍ଣ ଓ୍ବାର୍ଡରେ ପୀଡିତା ଜଣକ ଜୀବନ ସହ ସଂଘର୍ଷ କରୁଛନ୍ତି। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡି ଯାଇଛି। ଛାତ୍ରୀ ଜଣକ ଅତି ସଙ୍କଟାପର୍ଣ୍ଣ ଅବସ୍ଥାରେ ଥିବା ଏମ୍ସ ନିର୍ଦେଶକ ସୂଚନା ଦେଇଛନ୍ତି। ୧୨ ଜଣିଆ ଡାକ୍ତରୀ ଟିମ୍ ପୀଡିତାଙ୍କ ଚିକିତ୍ସାରେ ନିୟୋଜିତ ଅଛନ୍ତି। ଉଚ୍ଚ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଏବଂ ସହକାରୀ ପ୍ରପେସର ସମୀର ସାହୁଙ୍କୁ ନିଲମ୍ବନ  କରିଛନ୍ତି। ଏଥିସହ ସହକାରୀ ପ୍ରଫେସରଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories