ଖଇରା : ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଗୁରୁବାର ଜଣାପଡ଼ିଛି। ଖଇରା ଥାନା ଅର୍ନ୍ତଗତ ନୟାଖଣ୍ଡି ନିକଟ ଆମ୍ବହତା କେନାଲ ନିକଟ ବିଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଉକ୍ତ ବ୍ୟକ୍ତିଙ୍କୁ ଗଳା କାଟି ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି। ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



