www.samajalive.in
Friday, December 5, 2025
23.1 C
Bhubaneswar

ଯାତ୍ରା ଦେଖିବାକୁ ଯାଇଥିଲେ , ଲୁଟିନେଲେ..

ସୋର : ଯାତ୍ରା ଦେଖିବାକୁ ଯାଇଥିବାବେଳେ ଲୁଟ୍।  ବାଲେଶ୍ଵର ଜିଲ୍ଲା ସୋର ଅଞ୍ଚଳରେ ୪ ଜଣଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ତୁଣ୍ଡପଡା ଗାଁରେ ଯାତ୍ରା ଚାଲିଥିବାବେଳେ ଗତକାଲି ରାତିରେ କିଛି ଲୋକେ ଯାତ୍ରା ଦେଖିବାକୁ ଯାଇଥିଲେ। ଏତିକି ବେଳେ କିଛି ଦୁର୍ବୁତ୍ତ ୪ ଜଣଙ୍କ ଘରେ ପଶି ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି ।  ପରେ ଏ ନେଇ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories