www.samajalive.in
Saturday, December 6, 2025
16.1 C
Bhubaneswar

ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର : ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ବାଲିମୁଣ୍ଡୁଳି ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଚାଷୀ ଡ଼ୁବୁଲିଆ ସିଂଙ୍କର ପୋଖରୀରେ ପଡ଼ି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଡ଼ୁବୁଲିଆ ସିଂ ମଙ୍ଗଳବାର ହଳ କରିବାକୁ ଯାଇ ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ କାଲି ରାତି ୩ଟା ବେଳକୁ ଗ୍ରାମବାସୀ ତାଙ୍କ ମୃତଦେହ ଗାଁ ପୋଖରୀରୁ ଉଦ୍ଧାର କରିଥିଲେ। ଏହାପରେ ଘଟଣା ସମ୍ପର୍କରେ ଡ଼ୁବୁଲିଆଙ୍କ ପୁଅ ପୁଲିସକୁ ଜଣାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ସୋର ଡ଼ାକ୍ତରଖାନାକୁ ପଠାଇଥିବା ସୂଚନା ମିଳିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories