ବାଲେଶ୍ୱର : ବାଲେଶ୍ୱର ବାହାନଗାରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ମମତା। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ପ୍ରତାପ ଷଡଙ୍ଗୀ ଦୁର୍ଘଟଣା ସ୍ଥଳରେ ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏଯାଏଁ ଦୁର୍ଘଟଣାରେ ୨୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ସଂଖ୍ୟା ହଜାରେ ପାର୍ ହୋଇଛି।
Popular Categories



