www.samajalive.in
Saturday, December 6, 2025
26.1 C
Bhubaneswar

ରେଳ ଦୁର୍ଘଟଣା ; ବାହାନଗା ଅଭିମୁଖେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ନୂଆଦିଲ୍ଲୀରୁ ବାହାନଗା ଅଭିମୁଖେ ବାହାରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅପରାହ୍ଣରେ ବାଲେଶ୍ୱର ବାହାନଗାରେ ପହଞ୍ଚିବେ। ସେଠାରେ ସ୍ଥିତିର ସମୀକ୍ଷା କରିବା ପରେ କଟକ ଏସସିବି ଯାଇ ଆହତ ରେଳଯାତ୍ରୀଙ୍କୁ ଦେଖା କରିବେ।
ଏହାସହ ଏହି ଭୟଙ୍କର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୬୧କୁ ବୃଦ୍ଧି ପାଇଛି। ଆହତଙ୍କ ସଂଖ୍ୟା ହଜାରେ ପାର ହୋଇଛି।
ରେଳ ଦୁର୍ଘଟଣାରେ ତାମିଲନାଡ଼ୁ ସରକାରଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ସହାୟତା ରାଶି ଘୋଷଣା କରାଯାଇଛି।
ରେଳ ଦୁର୍ଘଟଣାରେ ବଲିଉଡ୍ ଅଭିନେତା  ସଲମାନ୍‌‌ ଖାଁ, ଅକ୍ଷୟ କୁମାର, ପରିଣୀତି ଚୋପ୍ରା ଓ କ୍ରିକେଟ ଖେଳାଳି ବିରାଟ କୋହଲି ଶୋକ ପ୍ରକାଶ କରିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories