www.samajalive.in
Saturday, December 6, 2025
26.1 C
Bhubaneswar

ଅଜାଙ୍କ ଦଶାହ କର୍ମରେ ୨ ନାତି ମୃତ

ବାଲେଶ୍ୱର : ବାଲେଶ୍ୱରର ସୋରରେ ଶନିବାର ଏକ ଦୁଃଖଦ ଘଟଣା ଘଟି ଯାଇଛି। ଅଜାଙ୍କ ଦଶାହ କର୍ମରେ ଯୋଗ ଦେଇ ଚାଲିଗଲା ୨ ନାତିଙ୍କ ଜୀବନ। ମୃତ ଦୁଇ ନାତିଙ୍କ ନାମ ସଳିତ ଟୁଲୁଆ ପାଢ଼ୀ ଓ ଚନ୍ଦନ କର। ସେମାନଙ୍କ ବୟସ ୨୦ ରୁ ୨୫ ବର୍ଷ ମଧ୍ୟରେ ହେବ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଲଣ୍ଡା ହେବା ପରେ ୨ ନାତି ଗାଧୋଇବା ବେଳେ ବୁଡି ଯାଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା। ମାତ୍ର ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories