www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁିଳିମାଡ଼

ବାଲେଶ୍ବର: ବାଲେଶ୍ବର ସହର ଶୋଭାରାମପୁରରେ ଫୁଟିଲା ଗୁଳି। ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ଗୁିଳିମାଡ଼ ହୋଇଥିବା ଜଣାପଡ଼ିଛି। ଯୁବକଙ୍କ ଏହି ଗୁଳିମାଡ଼ ଘଟଣାରେ ଯୁବକଙ୍କ ହାତରେ ଗୁଳି ବାଜିଛି। ଫଳରେ ସେ ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories