www.samajalive.in
Saturday, December 6, 2025
26.1 C
Bhubaneswar

ବୃଦ୍ଧାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଲୁଟିଲେ ସୁନା ଅଳଙ୍କାର

ବାଲେଶ୍ୱର : ବୃଦ୍ଧାଙ୍କୁ ଆକ୍ରମଣ କରି ଘରୁ ସୁନା ଗହଣା ଲୁଟିଛନ୍ତି ଦୁର୍ବୃତ୍ତ। ଏଭଳି ଘଟଣା ଗୋପାଳପୁର ଥାନା ଜୁଣିଆ ବଜାର ଅଞ୍ଚଳରେ ଘଟିଥିବା ନେଇ ବୁଧବାର ଖବର ମିଳିଛି। ଜୁଣିଆ ବଜାର ସ୍ଥିତ ଏକ ଘରେ କେହି ନଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି ବୃଦ୍ଧାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଲୁଟିଛନ୍ତି। ବୃଦ୍ଧା ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories