www.samajalive.in
Monday, December 8, 2025
20.1 C
Bhubaneswar

ପୋଖରୀରେ ବୁଡି ୨ ନାବାଳିକା ମୃତ

ବାଲେଶ୍ୱର : ପୋଖରୀରେ ବୁଡି ୨ ନାବାଳିକାଙ୍କ ଜୀବନ ଚାଲିଯାଇଛି। ଏଭଳି ଅଭାବନୀୟ ଘଟଣା ସଦର ଥାନା ଓଡଙ୍ଗି ଗାଁରେ ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଗାଁ ପୋଖରୀରେ ଗାଧୋଇବା ବେଳେ ଏଭଳି ଅଘଟଣ ଘଟିଛି। ଉଭୟଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି। ଉଭୟଙ୍କ ଆନୁମାନିକ ବୟସ ୧୦ ରୁ ୧୨ ବର୍ଷ ହେବ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିବା ବେଳେ ଏଭଳି ଅଘଟଣ ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories