www.samajalive.in
Saturday, December 6, 2025
16.1 C
Bhubaneswar

ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର : ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ହାଣିଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ସରସ୍ୱତୀପୁର ସମଲପୁର ଛକରେ ଘଟିଛି। ହୋଟେଲ ମାଲିକଙ୍କୁ ଆକ୍ରମଣ ହୋଇଥିବା ଶୁକ୍ରବାର ଜଣାପଡିଛି। ଖଣ୍ଡା ଚୋଟରେ ହୋଟେଲ ମାଲିକ ଗୁରୁତର ହୋଇଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ୬ ରୁ ୭ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ସୂଚନା ମିଳିଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ନୂଆବର୍ଷ ୨୦୨୫ ଆରମ୍ଭରେ ଗଜଲକ୍ଷ୍ମୀ ରାଜଯୋଗ; ମା’ଲକ୍ଷ୍ମୀ କରିବେ ଏହି ରାଶିଙ୍କୁ ଭାଗ୍ୟଶାଳୀ, ହେବେ ମାଲାମାଲ୍‌..

ଆଗାମୀ ୩ ମାସ ହେବ ହାଡଭଙ୍ଗା ଶୀତ!

- Advertisement -

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories