www.samajalive.in
Sunday, December 14, 2025
23.1 C
Bhubaneswar

ମାଟ୍ରିକ୍‌ ପରୀକ୍ଷା ଦେବା ପୂର୍ବରୁ ଚାଲିଗଲା ଛାତ୍ରଙ୍କ ଜୀବନ

ବାଲେଶ୍ୱର : ବାଲେଶ୍ୱରରେ ମାଟ୍ରିକ୍‌ ପରୀକ୍ଷା ଦେବା ପୂର୍ବରୁ ଶୁକ୍ରବାର ଏକ ଅଘଟଣ ଘଟିଛି। ପରୀକ୍ଷା ଦେବାକୁ ବାହାରିବା ବେଳେ ଚାଲିଗଲା ଛାତ୍ରଙ୍କ ଜୀବନ। ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ହେଲେ ଚନ୍ଦ୍ରଶେଖର ମାଝୀ । ସେ ଉଦୟ ନାରାୟଣ ହାଇସ୍କୁଲରେ ପାଠ ପଢୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ହଠାତ୍‌ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ ଛାତ୍ର। ତାଙ୍କୁ ତୁରନ୍ତ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ଜଣାପଡିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଦେଖନ୍ତୁ ଭିଡିଓ; ଉଡନ୍ତା ଗୁଣ୍ଡୁଚିମୂଷା, ଲୋକେ କହିଲେ ପ୍ରକୃତିର ଚମତ୍କାର..

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories