www.samajalive.in
Tuesday, December 9, 2025
15.1 C
Bhubaneswar

ନାବାଳିକା ଗର୍ଭବତୀ ; ସମ୍ପର୍କୀୟ ପିଉସା ଅଟକ

ବାଲେଶ୍ୱର : ବାଲେଶ୍ୱର ସ୍ଥିତ ବସ୍ତା ଅନ୍ତର୍ଗତ ସିଂଲା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ପିଉସା ଦୁଷ୍କର୍ମ କରିବା ପରେ ସେ ଗର୍ଭବତୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ନାବାଳିକା ଜଣକ ପରେ ଘଟଣା ସମ୍ପର୍କରେ ଘରେ କହିଥିଲେ । ଘଟଣା ବିଷୟରେ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତ ପିଉସାକୁ ଅଟକ ରଖି ଅଧିକରୁ ଅଧିକ ତଦନ୍ତ ଜାରି ରଖିଛି ।

ଭରତପୁରରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories