www.samajalive.in
Saturday, December 6, 2025
19.1 C
Bhubaneswar

ନିଆଁରେ ପୋଡିହୋଇ ମହିଳା ମୄତ

ବାଲେଶ୍ବର: ସହଦେବଖୁଣ୍ଟା ଥାନା ଚାନ୍ଦମାରି ପଡିଆ ଅଞ୍ଚଳରେ ନିଆଁରେ ପୋଡିହୋଇ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ମଙ୍ଗଳବାର ଜଣାପଡ଼ିଛି। ମୃତକ ହେଲେ ବିଷ୍ଣୁ ମୋହନ ବାହାଦୂରଙ୍କ ପତ୍ନୀ ପଦ୍ମାବତୀ । ରାତି ପ୍ରାୟ ୧୦ଟା ବେଳେ ବିଷ୍ଣୁମୋହନ ପରିବାର ସହ ଶୋଇଥିଲା ବେଳେ ଘରେ ନିଆଁ ଲାଗିଥିବା ଦେଖିଥିଲେ । ୧୨ ବର୍ଷରୁ ଝିଅକୁ ଘରୁ ଉଦ୍ଧାର କରି ନେଇ ଆସିଥିଲା ବେଳେ ପତ୍ନୀଙ୍କୁ ଉଦ୍ଧାର କରି ପାରି ନଥିଲେ। ପରେ ତାଙ୍କୁ ଉଦ୍ଧାର କରି ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲେ ବି ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ତର କାରଣ ଜଣା ପଡିନାହିଁ ।

 

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories